fbpx

ପ୍ରଥମେ ବ୍ୟାଟିଂ କରିବ ଭାରତ

ହାମିଲଟନ,୨୯ ।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ୍ ଆଜି ହାମିଲଟନରେ ଖେଳାଯିବ । ଟସ୍ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ । ଏହି କ୍ରମରେ ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ । ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ଭାରତ ୨-୦ରେ ଆଗୁଆ ରହିଛି ।

Get real time updates directly on you device, subscribe now.