ନୂଆଦିଲ୍ଲୀ: ବିମାନ ଦୁର୍ଘଟଣାର ତଦନ୍ତ ପାଇଁ କମିଟି ଗଠିତ । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଗଠିତ ।
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସଚିବ କମିଟିର ଅଧ୍ୟକ୍ଷ । ୩ ମାସ ମଧ୍ୟରେ ରିପୋର୍ଟ ଦେବାକୁ ଉଚ୍ଚସ୍ତରୀୟ କମିଟିକୁ ନିର୍ଦ୍ଦେଶ ।
୨୬୦ରୁ ଅଧିକ ଲୋକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବାବେଳେ ସେମାନଙ୍କ ଚିହ୍ନଟ ପାଇଁ ଡିଏନଏ ନମୁନା ମଗାଯାଇଛି ।