fbpx

ବିଜେପି ଛାଡ଼ିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର, ୨ା୬(ଓଡ଼ିଶା ଭାସ୍କର): ବିଜେପି ଛାଡ଼ିଲେ ଜଗନ୍ନାଥ ପ୍ରଧାନ । ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ୨୦୧୯ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ଜଗନ୍ନାଥ ପ୍ରଧାନ । ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ହାରିଛନ୍ତି ଜଗନ୍ନାଥ ।

Get real time updates directly on you device, subscribe now.