fbpx

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଲାଗି ୪ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ,୧୮ା୧୨(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ଦିନରେ ସ୍ୱତନ୍ତ୍ର ନୀତି ହୋଇଥାଏ । ସେହିପରି ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ । ଦ୍ୱିତୀୟ ଭୋଗ ମଣ୍ଡପରେ ବନକଲାଗି ନୀତି ହେବ । ବନକ ଲାଗି ନୀତି ଲାଗି ୪ଘଣ୍ଟା ଦର୍ଶନ ବନ୍ଦ ରହିବ । ଏନେଇ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ଯାଏ ସାଧାରଣ ଲୋକଙ୍କ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.