fbpx

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଜଗତସିଂହପୁର,୪ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମରୀ ମାଡି ମାଡି ଚାଲିଛି । ଏହାରି ମଧ୍ୟରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

 

Get real time updates directly on you device, subscribe now.