fbpx

ଜଳଦ ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର । ତାଙ୍କୁ ଆଜି ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ତାମିଲନାଡ଼ୁ ପୋଲିସ୍ ଡିଜି ଦାୟିତ୍ୱ ତୁଲାଇଛନ୍ତି ଜଳଦ ତ୍ରିପାଠୀ ।

Get real time updates directly on you device, subscribe now.