fbpx

ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠଙ୍କ ପରଲୋକ

ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ଲୋକପ୍ରିୟ ଯାତ୍ରା କଳାକାର ମହେନ୍ଦ୍ର ଦାସଙ୍କ ପରଲୋକ ଘଟିଛି । ସେ ମହେନ୍ଦ୍ର ନାମ ଅପେକ୍ଷା ଭିକୁ ସେଠଙ୍କ ନାମରେ ବେଶ ପରିଚିତ ଥିଲେ । ଚୌଦ୍ୱାର ସ୍ଥିତ ବାସଭବନରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ବୟସ ହୋଇଥିଲା । ଶାଗୁଣା ବସିଛି ଡେଣା ମେଲାଇ ନାଟକ ପରେ ସେ ଚର୍ଚ୍ଚାକୁ ଆସିଥିଲେ । ଖଳନାୟକ ଭାବେ ସେ ଖୁବ୍ ଲୋକପ୍ରିୟତା ହାସଲ କରିଥିଲେ ।

 

Get real time updates directly on you device, subscribe now.