fbpx

ବିଜେଡି ଛାଡିଲେ ଜୀବନ ପ୍ରଦୀପ

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ଆଜି ବିଜେଡି ଛାଡିଛନ୍ତି ଜୀବନ ପ୍ରଦୀପ ଦାସ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଜୀବନ ଇସ୍ତଫା ଦେଇଛନ୍ତି । ଦଳ ଛାଡିବା ପରେ ସେ କହିଛନ୍ତି ଯେ, ‘ଦଳ ମୋତେ ଅଣାଦଖା କରୁଥିଲା । ଉପ-ନିର୍ବାଚନରେ ଦଳ ଯାହା ଦାୟିତ୍ୱ ଦେଇଥିଲା କରିଥିଲି ।’

ତେବେ ଗତକାଲି ଦଳରୁ ନିଲମ୍ବିତ ହୋଇଥିଲେ ଜୀବନ ପ୍ରଦୀପ ଦାସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା । ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ସସପେଣ୍ଡ କରାଯାଇଥିଲା ।

Get real time updates directly on you device, subscribe now.