ପରୀକ୍ଷା ଦେବାକୁ ଆସି ଶବ ହୋଇ ଫେରିଲେ ପରୀକ୍ଷାର୍ଥୀ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼: ଦେବଗଡ଼ରେ ଶାରୀରିକ ପରୀକ୍ଷାବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣା । ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୃତ ପରୀକ୍ଷାର୍ଥୀଙ୍କ ପରିବାରକୁ ସମବେଦନା ଜଣାଇବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଅନୁକମ୍ପା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ।