fbpx

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ଜେ.ପି ନଡ୍ଡା, ସୂଚନା ଦେଲେ ବିଜେପି ନେତା ସମୀର ମହାନ୍ତି

ଭୁବନେଶ୍ୱର: ଦେଶରେ ସାଧାରଣ ନିର୍ବାଚନ ଚାଲୁଥିବା ବେଳେ ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ୨୮ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେ.ପି ନଡ୍ଡା । ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ ନଡ୍ଡା । ସେ ବ୍ରହ୍ମପୁରରୁ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ । ନଡ୍ଡାଙ୍କ ଗସ୍ତକୁ ନେଇ ବିଜେପି ନେତା ସମୀର ମହାନ୍ତି ସୂଚନା ଦେଇଛନ୍ତି ।

 

 

Get real time updates directly on you device, subscribe now.