ପୁଣି ଭିଜିଲାନ୍ସ ଜାଲରେ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଜାରି ରହିଛି ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧାର ୬ଟି ସ୍ଥାନରେ ଏକକାଳନୀନ ରେଡ୍ କରାଯାଇଥିବା ଜଣାପଡ଼ିଛି । ଏହି ଚଢ଼ାଉ ଟିମରେ ୮ ଜଣ ଡିଏସପି ଓ ୮ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ।