fbpx

କରୋନାରେ ଜଷ୍ଟିସ୍ ଏ.କେ. ତ୍ରିପାଠୀଙ୍କ ପରଲୋକ

ନୂଆଦିଲ୍ଲୀ, ୨ା୫: ମହାମାରୀ କରୋନା ଫଳରେ ଲୋକପାଳ ସଦସ୍ୟ ଜଷ୍ଟିସ୍ ଅଜୟ କୁମାର ତ୍ରିପାଠୀଙ୍କ ଶନିବାର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ସେ ପୂର୍ବରୁ କରୋନାରେ ଆକ୍ରାନ୍ତ ଥିଲେ । ଛତିଶଗଡ଼ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ତ୍ରିପାଠୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା ।

Get real time updates directly on you device, subscribe now.