fbpx

ଜଷ୍ଟିସ ମୁରଲୀଧର ହେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ,୧୫ ।୧୨(ଓଡିଶା ଭାସ୍କର): ଜଷ୍ଟିସ୍ ଏସ୍. ମୁରଲୀଧର ହେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । ଜଷ୍ଟିସ୍ ମୁରଲୀଧରଙ୍କ ନାଁ ସୁପାରିସ କରିଛି ସୁପ୍ରିମକୋର୍ଟ କଲେଜିଅମ । ତେବେ ଜଷ୍ଟିସ୍ ମୁରଲୀଧର ବର୍ତ୍ତମାନ ସମୟରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଅଛନ୍ତି । ଏହା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟରେ ବିଚାରପତି ଥିଲେ ।

Get real time updates directly on you device, subscribe now.