fbpx

ଜଷ୍ଟିସ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନର ନୂତନ ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି । ଜଷ୍ଟିସ ଶତ୍ରୁଘନ ପୂଜାହାରୀଙ୍କୁ ଏହି ପଦବୀରେ ନିଯୁକ୍ତି ମିଳିଛି । ଜଷ୍ଟିସ ଶତ୍ରୁଘନ ପୂଜାହାରୀ ଓଡ଼ିଶା ହାଇକୋର୍ଟର ପୁର୍ବତ୍ତନ ବିଚାରପତି ଥିଲେ । ସେହିପରି ଅସୀମ ଅମିତାଭ ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ସଦସ୍ୟ ଭାବେ ନିଯୁକ୍ତି ମିଳିଛି ।

Get real time updates directly on you device, subscribe now.