fbpx

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ସାରା ଦେଶରେ ମାଡି ମାଡି ଚାଲିଛି କରୋନା ମହାମାରୀ। କିଛିଦିନ ତଳେ ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ସଂକ୍ରମିତ ହୋଇଥିବା ବେଳେ ଆଜି ଏହାର ଶିକାର ହୋଇଛନ୍ତି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ଟ୍ୱିଟ୍ କରି ନିଜେ ସୂଚନା ଦେଇଛନ୍ତି ସିଦ୍ଧରମୈୟା । ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲରେ ଚାଲିଛି ଚିକିତ୍ସା । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

Get real time updates directly on you device, subscribe now.