fbpx

ରାଜ ପରିବାରରେ ହତ୍ୟାକାଣ୍ଡ: କନିକା ରାଜାଙ୍କ ନାତୁଣୀ ବୋହୂଙ୍କୁ ହତ୍ୟା

କଟକ: ମାଆକୁ କଟୁରିରେ ହାଣି ହତ୍ୟା କଲା ପୁଅ । ବିଡାନାସୀ ଥାନା କନିକା ଛକରେ ଘଟିଛି ଏହି ବୀଭତ୍ସ ହତ୍ୟାକାଣ୍ଡ । ମୃତକ କନିକା ରାଜାଙ୍କ ନାତୁଣୀ ବୋହୂ ପରେଶ କୁମାରୀ ଭଞ୍ଜଦେଓ ବୋଲି ଜଣାପଡ଼ିଛି । ସେପଟେ ଖବର ପାଇ ପୋଲିସ ଘଟଣାସ୍ଥଳ ପହଞ୍ଚିଛି, ଅଭିଯୁକ୍ତକୁ ଅଟକ ରଖିବା ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛି ।

ସମ୍ପତ୍ତି ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ନେଇ ସନ୍ଦେହ କରାଯାଉଛି ।

Get real time updates directly on you device, subscribe now.