fbpx

ଖଲ୍ଲିକୋଟ୍ ହେଲା ଏକକ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଖଲ୍ଲିକୋଟ୍ ସ୍ୱୟଂ ଶାସିତ ବିଶ୍ୱବିଦ୍ୟାଳୟକୁ ଆଜି ଏକକ ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରାଯାଇଛି । ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷା ବିଭାଗରେ ସଚିବ ଶାଶ୍ୱତ ମିଶ୍ର । ଏହା ପୂର୍ବରୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଭାବେ ଘୋଷଣା କରାଯାଇଥିଲା । ଏହା ପରେ ଓଡ଼ିଶାରେ ଶିକ୍ଷା କ୍ଷେତ୍ରକୁ ଖୁବ୍ ଭଲ ଫାଇଦା ହେବ ।

Get real time updates directly on you device, subscribe now.