fbpx

କରୋନା କବଜାରେ ଖୋର୍ଦ୍ଧା ଏସପି

ଖୋର୍ଦ୍ଧା, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡ଼ି ଚାଲିଥିବା ବେଳେ ଏଥିରୁ ବାଦ ପଡ଼ିନାହାନ୍ତି ଖୋର୍ଦ୍ଧା ଏସପି । ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା ହୋଇଥିବା ଜଣାପେଡ଼ିଛି । ତାଙ୍କର ସ୍ୱାବ ରିପୋର୍ଟ ପଜିଟିଭ ଆସିଥିବା ନେଇ ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । ତାଙ୍କୁ ହୋମ ଆଇସୋଲେସନରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.