fbpx
BSKY
BJD MC SKY
BJD MS SKY

ରାଜ୍ୟରେ କିନ୍ନରଙ୍କୁ ମିଳିବ ମଧୁବାବୁ ପେନସନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କିନ୍ନରମାନଙ୍କୁ ମଧୁବାବୁ ପେନସନ ମିଳିବ । କିନ୍ନରମାନଙ୍କୁ ମଧୁବାବୁ ପେନସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାସହ ୪୮ଲକ୍ଷ ମଧୁବାବୁ ପେନସନଧାରୀଙ୍କୁ ସହାୟତା ମିଳିବ । ହିତାଧିକାରୀଙ୍କୁ ଆସନ୍ତା ୪ମାସ ଯାଏଁ ଆଉ ୧ହଜାର ଟଙ୍କା ସହାୟତା ମିଳିବ । ତେଣୁ ଏବେଠାରୁ ମଧୁବାବୁ ପେନସନ ୱେବସାଇଟରେ ଆବେଦନ କରିବାକୁ ହେବ । ଅନଲାଇନ ଓ ଅଫଲାଇନରେ ହିତାଧୀକାରୀ ଆବେଦନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।

Get real time updates directly on you device, subscribe now.