fbpx

କୋଟିଆ ମାମଲା: ଆଇନଗତ ସହାୟତ ମାଗିଲେ ସରକାର

ଭୁବନେଶ୍ୱର,୩ ।୩(ଓଡିଶା ଭାସ୍କର): କୋଟିଆରେ ଆନ୍ଧ୍ରର ଜବରଦଖଲ ପ୍ରସଙ୍ଗରେ ଆଇନଗତ ସହାୟତ ଲୋଡିଛନ୍ତି ଓଡିଶା ସରକାର । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅନଙ୍ଗ କୁମାର ପଟ୍ଟନାୟକଙ୍କ ଆଇନଗତ ସହାୟତା ଲୋଢିଛନ୍ତି ସରକାର ।

ତେବେ ଆଡଭୋକେଟ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା ଲୋଡିଛନ୍ତି ରାଜ୍ୟ ସରକାର । ସମସ୍ତ ତଥ୍ୟ ସହ ଜଷ୍ଟିସ ଅନଙ୍ଗଙ୍କ ସହ ବିଚାରବିମର୍ଶ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ସଚିବ ।

Get real time updates directly on you device, subscribe now.