Big Breaking: ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରୀ, ବର୍ଦ୍ଧିତ ମଜୁରୀ ଏପ୍ରିଲ ପହିଲାରୁ ହେବ ଲାଗୁ

ଭୁବନେଶ୍ୱର: ଶ୍ରମିକଙ୍କ ସର୍ବନିମ୍ନ ବୈନିକ ମଜୁରୀ ୧୦ ଟଙ୍କା ବୃଦ୍ଧି । ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୫୨ରୁ ୪୬୨ ଟଙ୍କାକୁ ବୃଦ୍ଧି କଲେ ସରକାର ।

ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୦୨ରୁ ୨୧୨ ଟଙ୍କାକୁ ବୃଦ୍ଧି ଘଟିଲା । କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୫୨ରୁ ୫୬୨ ଯଙ୍କାକୁ ବୃଦ୍ଧି ।

ଉଚ୍ଚକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୬୦୨ରୁ ୬୧୨ ଟଙ୍କାକୁ ବୃଦ୍ଧି । ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ ।