fbpx

BIG BREAKING: ୨୦ ଫୁଟ ତଳକୁ ଖସିଲା ଗାଡ଼ି: ୨ ଶ୍ରମିକ ମୃତ, ୭ ଗୁରୁତର

Advertisement

ସୁନ୍ଦରଗଡ଼: ପୁଣି ସୁନ୍ଦରଗଡ଼ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଭାରସାମ୍ୟ ହରାଇ ଘାଟିରୁ ୨୦ ଫୁଟ ତଳକୁ ଖସିଲା ଗାଡ଼ି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଥିସହ ୭ ଜଣ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଏବଂ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

Get real time updates directly on you device, subscribe now.