fbpx

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ବିଦାୟ ନେଲେ ରାଣୀ ମା

ଓଡ଼ିଶା ଭାସ୍କର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ବିଦାୟ ନେଲେ ରାଣୀ ମା’ ଭି.ସୁଜ୍ଞାନ କୁମାରୀ ଦେଓ। ଶୋକାକୁଳ ପରିବେଶ ସହ ପଞ୍ଚଭୂତରେ ଲୀନ ହୋଇଛି ସୁଜ୍ଞାନଙ୍କ ପାର୍ଥିବ ଶରୀର ।

ସୂଚନା ଥାଉକି, ଗତ ୯ ତାରିଖ ବିଳମ୍ବିତ ରାତିରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଥିଲା। ସେ କିଛିଦିନ ହେବ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ହେବା ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା କାରଣରୁ ତାଙ୍କୁ ହସସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଖଲିକୋଟରୁ ୮ ଥର ଏବଂ କବିସୂର୍ୟ୍ୟନଗରରୁ ୨ ଥର ବିଧାୟିକା ହୋଇଥିଲେ । ୧୯୬୧ରେ ରାଜନୀତି ଜୀବନ ଆରମ୍ଭ କରିଥିଲେ ।

Get real time updates directly on you device, subscribe now.