fbpx

ଆଇନଜୀବୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପୋଲିସର ତଦନ୍ତ ଆରମ୍ଭ

ରାଉରକେଲାରେ ଆଇନଜୀବୀ ରମେଶ ଚନ୍ଦ୍ର ବଳଙ୍କ ଆତ୍ମହତ୍ୟା । ଡେଲି ମାର୍କେଟ ବାସଭବନରୁ ଝୁଲନ୍ତା  ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ । ତେବେ କିଭଳି ଓ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା କରିଛନ୍ତି ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ରମେଶ ଚନ୍ଦ୍ର ବଳ ଓକିଲ ସଂଘର ପୂର୍ବତନ ସଭାପତି ମଧ୍ୟ ଥିଲେ  ।

Get real time updates directly on you device, subscribe now.