fbpx

ଖରା ଲାଗି ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି

ଭୁୁବନେଶ୍ୱର: ଚଳିତ ବର୍ଷ ପ୍ରଚଣ୍ଡ ଖରା ଓ ତାତି ଅନୁଭୂତ ହେବ ବୋଲି ପାଣିିପାଗ ବିଭାଗ ସୂଚନା ଦେଇସାରିଛି । ଫେବୃୟାରୀରୁ ଖରାର ପ୍ରକୋପ ଆରମ୍ଭ ହୋଇଯାଇଥିବା ବେଳେ ସମସ୍ତେ ଏହାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି । ଏହି କ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନରେ ଉପଯୁକ୍ତ ବ୍ୟବସ୍ଥା କରାଇବାକୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି । ଭୀଷଣ ଖରା ଲାଗି ପ୍ରସ୍ତୁତ ରହିବାକୁ ଏହି ଚିଠିରେ ଉଲ୍ଲେ୍ଲଖ ରହିଛି ।

Get real time updates directly on you device, subscribe now.