fbpx

ମହେନ୍ଦ୍ରଗିରିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର, ୫ା୯(ଓଡ଼ିଶା ଭାସ୍କର): ମହେନ୍ଦ୍ରଗିରି ବିକାଶ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହେନ୍ଦ୍ରଗିରି ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ମାଧ୍ୟମରେ ସେ ଅନୂରୋଧ କରିଛନ୍ତି । ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧୀନରେ ପ୍ରସ୍ତାବ ପାଇଁ ଚିଠି ଲେଖାଯାଇଛି । ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ମଧ୍ୟ ଏନେଇ ରାଜ୍ୟ ସରକାରଙ୍କୁ ପର୍ଯ୍ୟଟନ ମନ୍ତ୍ରାଳୟ ଅନୁରୋଧ କରିଥିଲା ।

 

Get real time updates directly on you device, subscribe now.