ସହଯୋଗ କରିବାକୁ ପ୍ରସ୍ତୁତ ରୁହ, ଓଟିଇଟି ପରୀକ୍ଷା ପାଇଁ ଜିଲ୍ଲାପାଳଙ୍କୁ ଚିଠି
ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।
ଭୁବନେଶ୍ୱର: ଓଟିଇଟି ପରୀକ୍ଷା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି।
ବୋର୍ଡ ସମ୍ପାଦକଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି। ପରୀକ୍ଷା ପରିଚାଳନାରେ ସହଯୋଗ କରିବା ପାଇଁ ଚିଠି।
ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ। ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।