fbpx

ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର,୨୧ ।୧୦(ଓଡିଶା ଭାସ୍କର): କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୱେଲ୍ ମାର୍କଡ ଲୋ ପ୍ରେସରର ରୂପ ନେବ ଲଘୁଚାପ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.