fbpx

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ

ଭୁବନେଶ୍ୱର,୨୮ ।୧୧(ଓଡିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ଏହି ଲଘୁଚାପ । ଡିସେମ୍ବର ୨ରେ ଦକ୍ଷିଣ ତାମିଲନାଡୁରେ ଏହି ଲଘୁଚାପ ପହଞ୍ଚିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.