-
World 144,264,807
WorldConfirmed: 144,264,807Active: 18,467,456Recovered: 122,731,138Death: 3,066,213 -
USA 32,583,792
USAConfirmed: 32,583,792Active: 6,849,612Recovered: 25,151,152Death: 583,028 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
ଭୁବନେଶ୍ୱର,୬ ।୩(ଓଡିଶା ଭାସ୍କର): ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରେ ଶିବରାତ୍ରୀ ପାଇଁ ସେବାୟତ ନିଯୋଗ ଓ ପୋଲିସ ପ୍ରଶାସନ ମଧ୍ୟରେ ବୈଠକ ସରିଛି । ମାର୍ଚ୍ଚ ୧୧ ତାରିଖ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ଧାର୍ଯ୍ୟ କରାଯାଇଛି । ଜିଲ୍ଲା, ବିଏମସି, ପୋଲିସ ଓ ମନ୍ଦିର ପ୍ରଶାସନ ପକ୍ଷରୁ ମିଳିତ ନିଷ୍ପତ୍ତି ନିଆଯାଇଛି ।
ଏବର୍ଷ କୋଭିଡ୍ କଟକଣା ମାନି ଭକ୍ତମାନେ ଦୀପ ଜାଳିବେ । ଜାଗର ଦୀପ ଜାଳିବା ପାଇଁ ଶ୍ରଦ୍ଧାଳୁ ଏକତ୍ର ବସିପାରିବେ ନାହିଁ । ରାତି ୧୦ଟାରେ ମହାଦୀପ ଉଠିବ । ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁ କିପରି ବାହାରକୁ ଯିବେ, ସେନେଇ ଧ୍ୟାନ ଦିଆଯିବ । ଶ୍ରଦ୍ଧାଳୁ ଦୀପ ଜାଳିବା ବେଳେ ଏକାଠି ରୁଣ୍ଡ ନହେବାକୁ ଗୁରୁତ୍ୱ ଦିଆଯିବ । ଏନେଇ ପୋଲିସ ଫୋର୍ସ ମୁତୟନ ସହ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ହୋଇଛି ।
Comments are closed.