ରାତି ୧୦ଟାରେ ଉଠିବ ମହାଦୀପ

COVID-19 Updates
  • World 144,264,807
    World
    Confirmed: 144,264,807
    Active: 18,467,456
    Recovered: 122,731,138
    Death: 3,066,213
  • USA 32,583,792
    USA
    Confirmed: 32,583,792
    Active: 6,849,612
    Recovered: 25,151,152
    Death: 583,028
  • India 15,924,732
    India
    Confirmed: 15,924,732
    Active: 2,290,689
    Recovered: 13,449,371
    Death: 184,672
  • Brazil 14,050,885
    Brazil
    Confirmed: 14,050,885
    Active: 1,110,666
    Recovered: 12,561,689
    Death: 378,530
  • Russia 4,727,125
    Russia
    Confirmed: 4,727,125
    Active: 267,546
    Recovered: 4,352,873
    Death: 106,706
  • Turkey 4,446,591
    Turkey
    Confirmed: 4,446,591
    Active: 565,274
    Recovered: 3,844,342
    Death: 36,975
  • UK 4,395,703
    UK
    Confirmed: 4,395,703
    Active: 101,642
    Recovered: 4,166,734
    Death: 127,327
  • Italy 3,904,899
    Italy
    Confirmed: 3,904,899
    Active: 475,635
    Recovered: 3,311,267
    Death: 117,997
  • Germany 3,208,672
    Germany
    Confirmed: 3,208,672
    Active: 303,190
    Recovered: 2,824,100
    Death: 81,382
  • Pakistan 772,381
    Pakistan
    Confirmed: 772,381
    Active: 83,162
    Recovered: 672,619
    Death: 16,600
  • China 90,541
    China
    Confirmed: 90,541
    Active: 305
    Recovered: 85,600
    Death: 4,636

ଭୁବନେଶ୍ୱର,୬ ।୩(ଓଡିଶା ଭାସ୍କର): ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରେ ଶିବରାତ୍ରୀ ପାଇଁ ସେବାୟତ ନିଯୋଗ ଓ ପୋଲିସ ପ୍ରଶାସନ ମଧ୍ୟରେ ବୈଠକ ସରିଛି । ମାର୍ଚ୍ଚ ୧୧ ତାରିଖ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ଧାର୍ଯ୍ୟ କରାଯାଇଛି । ଜିଲ୍ଲା, ବିଏମସି, ପୋଲିସ ଓ ମନ୍ଦିର ପ୍ରଶାସନ ପକ୍ଷରୁ ମିଳିତ ନିଷ୍ପତ୍ତି ନିଆଯାଇଛି ।

ଏବର୍ଷ କୋଭିଡ୍ କଟକଣା ମାନି ଭକ୍ତମାନେ ଦୀପ ଜାଳିବେ । ଜାଗର ଦୀପ ଜାଳିବା ପାଇଁ ଶ୍ରଦ୍ଧାଳୁ ଏକତ୍ର ବସିପାରିବେ ନାହିଁ । ରାତି ୧୦ଟାରେ ମହାଦୀପ ଉଠିବ । ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁ କିପରି ବାହାରକୁ ଯିବେ, ସେନେଇ ଧ୍ୟାନ ଦିଆଯିବ । ଶ୍ରଦ୍ଧାଳୁ ଦୀପ ଜାଳିବା ବେଳେ ଏକାଠି ରୁଣ୍ଡ ନହେବାକୁ ଗୁରୁତ୍ୱ ଦିଆଯିବ । ଏନେଇ ପୋଲିସ ଫୋର୍ସ ମୁତୟନ ସହ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ହୋଇଛି ।

Get real time updates directly on you device, subscribe now.

Comments are closed.