fbpx

ଆଜି୧୨ ଘଣ୍ଟିଆ ଲଇକେରା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ

Advertisement

ଓଡ଼ିଶା ଭାସ୍କର: ଆଜି ଝାରସୁଗୁଡ଼ା ଲଇକେରାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଲଇକେରାକୁ ସବଡିଭିଜନ୍ ମନ୍ୟତା ଦାବିରେ ଉପଖଣ୍ଡ ଦାବି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଲଇକେରା ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିଛି । ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।

 

Get real time updates directly on you device, subscribe now.