fbpx

ପାରିତ ହେଲା ବ୍ୟୟ ମଞ୍ଜୁରି ବିଲ୍

ଭୁବନେଶ୍ୱର, ୩୦ା୩(ଓଡ଼ିଶା ଭାସ୍କର): ଆଜି ପ୍ରଥମଥର ପାଇଁ ଲୋକସେବା ଭବନରେ ବିଧାନସଭା ବୈଠକ ହୋଇଥିଲା । ବିଧାନସଭା ବୈଠକରେ ପାରିତ ହୋଇଛି ବ୍ୟୟ ମଞ୍ଜୁରି ବିଲ୍ । ସବୁ ଦଳର ୩୦% ବିଧାୟକଙ୍କ ଉପସ୍ଥିତିରେ ଏହି ବିଲ୍ ପାସ ହୋଇଥିବା ସୂଚନା ମିଳିଛି । ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ମଧ୍ୟ ଗିଲୋଟିନରେ ପାସ୍ ହୋଇଥିବା ନେଇ ସୂଚନା ରହିଛି । ଏହାସହ ବିଧାନସଭାର ବଜେଟ ଅଧିବେଶନ ଶେଷ ହୋଇଥିବା ନେଇ ଜଣାପଡ଼ିଛି ।

Get real time updates directly on you device, subscribe now.