fbpx

ଗୋଟିଏ ରାତିରେ ଦୁଇଟି ମନ୍ଦିରରୁ ଲୁଟ୍

ବାଲିଗୁଡ଼ା, ୨୭ା୨ (ଓଡିଶା ଭାସ୍କର): କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ବାଲିଗୁଡ଼ାର ଦୁଇଟି ମନ୍ଦିରରୁ ଲୁଟ୍ ହୋଇଛି । ବାଲିଗୁଡ଼ାର ଜଗନ୍ନାଥ ମନ୍ଦିରର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତମାନେ ଲୁଟ୍ କରିଥିବା ବେଳେ ଦକ୍ଷିଣକାଳୀ ମନ୍ଦିରର ମା’ଙ୍କ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.