fbpx

ଲଭଲୀନାଙ୍କ ପରାଜୟ: ବ୍ରୋଞ୍ଜରେ ହେବେ ସନ୍ତୁଷ୍ଟ

ନୂଆଦିଲ୍ଲୀ: ସେମିଫାଇନାଲରେ ଲଭଲୀନାଙ୍କ ପରାଜୟ ହୋଇଛି । ବକ୍ସିଂ ସେମିଫାଇନାଲ୍ ରେ ହାରିଯାଇଛନ୍ତି ଲଭଲୀନା । ତୁର୍କି ପ୍ରତିଦ୍ୱନ୍ଦୀ ବୁସେନାଜ୍ ସୁରମେନେଲୀଙ୍କ ସହ ମୁକାବିଲାରେ ହାରିଛନ୍ତି ଲଭଲୀନା । ତୁର୍କି ପ୍ରତିଦ୍ୱନ୍ଦୀଙ୍କ ଠାରୁ ୫-୦ରେ ଲଭଲୀନା ହାରିଛନ୍ତି । ୬୯ କେଜି ବର୍ଗ ସେମିରେ ତୁର୍କି ପ୍ରତିଦ୍ୱନ୍ଦୀଙ୍କ ଠାରୁ ହାରିଲେ । ତେଣୁ ଲଭଲୀନାଙ୍କ ସଫଳତା ବ୍ରୋଞ୍ଜରେ ସୀମିତ ରହିଛି । ତେବେ ଏହାକୁ ମିଶାଇ ଭାରତର ପଦକ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.