fbpx

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ଘନୀଭୂତ ହୋଇ ଅବପାତର ରୂପ ନେଇପାରେ

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇପାରେ ବୋଲି କୁହାଯାଉଛି । ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.