fbpx

ଉପରାଜ୍ୟପାଳ ଭାଙ୍ଗିଲେ ଦିଲ୍ଲୀ ବିଧାନସଭା

ନୂଆଦିଲ୍ଲୀ,୧୧ ।୨ : ଦିଲ୍ଲୀ ବିଧାନସଭା ପାଇଁ ଭୋଟ ଗଣତି ଜାରି ରହିଥିବା ବେଳେ ଆପ ସରକାର ଗଢିବା ନେଇ ସ୍ପଷ୍ଟ ହୋଇଛି । ଏହା ସହ ଦିଲ୍ଲୀରେ ନୂଆ ସରକାର ଗଠନ ପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ଏଥିପାଇଁ ଉପରାଜ୍ୟପାଳ ଅନୀଲ ବୈଜଲ ଆଜି ଦିଲ୍ଲୀର ୬ଷ୍ଠ ବିଧାନସଭାକୁ ଭଙ୍ଗ କରିଛନ୍ତି । ଫଳାଫଳ ପ୍ରକାଶ ପାଇବା ପରେ ଦିଲ୍ଲୀର ୭ମ ବିଧାନସଭା ଗଠନ ପାଇଁ ନୂଆ ବିଜ୍ଞପ୍ତି ପ୍ରକାଶ ପାଇବ । ଏନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.