fbpx

ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ, ୧୫/୮: ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମହେନ୍ଦ୍ର ସିଂ ଧୋନୀ। ସେ କ୍ରିକେଟ ରୁ ଅବସର ନେଇଥିବା ନିଜେ ଘୋଷଣା କରିଛନ୍ତି। ଏହା ପୂର୍ବରୁ ସେ ଟେଷ୍ଟ କ୍ରିକେଟରରୁ ସନ୍ୟାସ ଘୋଷଣା କରିସାରିଛନ୍ତି।ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଭାରତ ପ୍ରଥମ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିଲା।

 

Get real time updates directly on you device, subscribe now.