fbpx

ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି, ୧୬ ।୧୧(ଓଡିଶା ଭାସ୍କର): ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କର ବଦଳି ହୋଇଛି । ମନୀଷଙ୍କ ବଦଳରେ ୱାଇ ବିଜୟ ହୋଇଛନ୍ତି ମାଲକାନଗିରିର ନୂଆ ଜିଲ୍ଲାପାଳ । ତେବେ ମନୀଷ ଅଗ୍ରୱାଲଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଡେପୁଟି ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।

Get real time updates directly on you device, subscribe now.