fbpx

ନନ୍ଦିଗ୍ରାମରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ୦୨ ।୦୫ : ନନ୍ଦିଗ୍ରାମ ବିଧାନସଭା ଆସନରୁ ହାରିଲେ ମମତା ବାନାର୍ଜୀ । ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପରସ୍ତା କରି ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବିଜୟୀ ଲାଭ କରିଛନ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ  ନନ୍ଦୀଗ୍ରାମ ବିଧାନସଭା ଆସନ ପାଇଁ ବିଜେପି ଏବଂ ଟିଏମସି ମଧ୍ୟରେ କଡ଼ା ଟକ୍କର ଦେଖା ଯାଇଥିଲା । ଏହି ଆସନ ଲାଗି ବିଜେପିରୁ ଶୁଭେନ୍ଦୁ ଅଧିକାରୀ ଏବଂ ମମତା ବନାର୍ଜୀ ଟିଏମସିରୁ ପ୍ରାର୍ଥୀ ଭାବେ ଛିଡା ହୋଇଥିଲେ ।

Get real time updates directly on you device, subscribe now.