fbpx

ମମିତା ନିଖୋଜ ମାମଲା: କଳାହାଣ୍ଡି ବନ୍ଦ ଡାକରା ଦେଲା ବିଜେପି

ଭୁବନେଶ୍ୱର: ଶିକ୍ଷୟିତ୍ରୀ ମମିତା ନିଖୋଜ ଘଟଣାରେ ଗର୍ଜିଲା ବିଜେପି । କାର୍ଯ୍ୟାନୁଷ୍ଠାନ ଦାବିରେ ବୁଧବାର କଳାହାଣ୍ଡି ଜିଲ୍ଲା ବନ୍ଦ ଡାକରା ଦେଲା ବିଜେପି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କଲା ଜିଲ୍ଲା ବିଜେପି ଶାଖା ଘଟଣାର ସିବିଆଇ ତଦନ୍ତ କରି ଦୋଷୀଙ୍କୁ ଧରିବା ପାଇଁ ଦାବି କରିଛି ବିଜେପି ।

Get real time updates directly on you device, subscribe now.