fbpx

ମମିତାଙ୍କ ପରିବାର ହାଇକୋର୍ଟଙ୍କ ଦ୍ୱାରସ୍ଥ

ମମିତା ହତ୍ୟା ମାମଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରିବାର ସଦସ୍ୟ । ନିର୍ଦ୍ଦିଷ୍ଟ ସମୟ ଭିତରେ ତଦନ୍ତ ଶେଷ କରିବାକୁ ଆବେଦନ । ଗୃହ ସଚିବ, ଡିଜିପି, ବଲାଙ୍ଗିର ଜିଲ୍ଲାପାଳ ଓ ଏସପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ । ସିନେ୍ଧକଲା ଆଇଆଇସିଙ୍କୁ ମଧ୍ୟ ପକ୍ଷଭୁକ୍ତ କରିବାକୁ ଆବେଦନ କରିଛନ୍ତି ।

ସୂଚନାଯୋଗ୍ୟ, ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜୋର ଧରିଛି ରାଜନୀତି । ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗିରଫ କରାଯାଇଥିବାବେଳେ ଏହି ମାମଲାରେ ଗୃହମନ୍ତ୍ରୀଙ୍କ ସଂପୃକ୍ତି ଦର୍ଶାଇ ଇସ୍ତଫା ଦାବି କରିଛନ୍ତି ବିରୋଧୀ ।

Get real time updates directly on you device, subscribe now.