fbpx
BSKY
BJD SHG SKY
BJD MC SKY

ପୂର୍ବଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର, ୧୪ା୧୨ (ଓଡିଶା ଭାସ୍କର): ବାଲେଶ୍ୱର ସଦର ସହଦେବଖୁଣ୍ଟା ଅଞ୍ଚଳରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତେବେ ପୂର୍ବଶତ୍ରୁତାରୁ ଏଭଳି କାଣ୍ଡ ଘଟିଥାଇପାରେ ବୋଲି କୁହାଯାଉଛି । ରେଳଷ୍ଟେସନ ନିକଟ ଶିଶୁ ଉଦ୍ୟାନ ଆଗରେ ଏହି ଘଟଣା ଘଟିଥିଲା ।

ସୂଚନା ଅନୁସାରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନାମ କାଳିଆ । ପୋଲିସ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.