fbpx
BJD SKY
BJD SKY

ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର):ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା । ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ଯୁବକ ଗୋତମରା ଗାଁ ଚିକୁନ ବିଶ୍ୱାଳ । ସେ ବୁଧବାର ସାନିଟାଇଜର ପିଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ହୋଇଯାଇଥିଲା । ହେଲେ ଗୁରୁବାର ଭୋର୍ ସମୟରେ ଚିକୁନ ହସ୍ପିଟାଲର ପାଞ୍ଚ ମହଲା ଛାତରୁ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ।

ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟାଯୁବକ ଜଣକ ଡେଇଁବା ପରେ ସୁରକ୍ଷାକର୍ମୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Get real time updates directly on you device, subscribe now.