fbpx

ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ୱର: ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଛି ନୂଆ ଦାୟିତ୍ବ । I&B ବିଭାଗ ପରାମର୍ଶଦାତା କମିଟି ସଦସ୍ୟ ହୋଇଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ।

ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ସାମୁଦ୍ରିକ ଦ୍ରବ୍ୟ ରପ୍ତାନି ଉନ୍ନୟନ କର୍ତ୍ତୃପକ୍ଷ ବା MPEDAର ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ ସାଂସଦ ମାନସ ମଙ୍ଗରାଜ । ଏନେଇ ରାଜ୍ୟସଭା କମିଟି କୋଅର୍ଡିନେସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

Get real time updates directly on you device, subscribe now.