fbpx

ମନୋଜ ବାଜପେୟୀଙ୍କ ପିତାଙ୍କ ପରଲୋକ

Advertisement

ନୂଆଦିଲ୍ଲୀ: ବଲିଉଡ ଅଭିନେତା ମନୋଜ ବାଜପେୟୀଙ୍କ ବାପା ରାଧାକାନ୍ତ ବାଜପେୟୀଙ୍କ ଦେହାନ୍ତ । ଅସୁସ୍ଥତା କାରଣରୁ ଦୀର୍ଘ ଦିନ ଧରି ସେ ଚିକିତ୍ସିତ ହେଉଥିଲେ । କିଛିଦିନ ତଳେ ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମନୋଜ ବାଜପେୟୀଙ୍କ ପିତାଙ୍କ ମୃତ୍ୟୁରେ ତାଙ୍କ ଗାଁରେ ଶୋକର ଛାୟା ଖେଳିଯାଇଛି । ବିହାର ବେତିଆ ସହରର ବେଲୱା ଗ୍ରାମରେ ରହୁଥିଲେ । ।

Get real time updates directly on you device, subscribe now.