fbpx
BSKY SKY
BSKY SKY

ଦିଲ୍ଲୀର ଏକ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ

BSKY

ନୂଆଦିଲ୍ଲୀ: ବୁଧବାର ଦିଲ୍ଲୀ ସ୍ଥିତ ବୱାନା ଶିଳ୍ପାଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟଛି । ସୂଚନା ପାଇ ଘଟଣା ସ୍ଥଳରେ ୨୫ଟି ଦମକଳ ଗାଡ଼ି ପହଂଚି ନିଆଁକୁ ଆୟତ କରିବା ପାଇଁ ଉଦ୍ୟମ କରିଥିଲେ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳିନି । ଏନେଇ ଏଏନ୍‌ଆଇ ପକ୍ଷରୁ ଏକ ଭିଡ଼ିଓ ପୋଷ୍ଟ କରାଯାଇଛି ।

Get real time updates directly on you device, subscribe now.