fbpx

ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର,୨୧ ।୧(ଓଡିଶା ଭାସ୍କର): ମାଟ୍ରିିକ୍ ପରୀକ୍ଷା ଦେବାକୁ ଥିବା ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’ ବହି । ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ଏହି ‘ପରୀକ୍ଷା ଦର୍ପଣ’ ପ୍ରସ୍ତୁତ କରାଯାଇଛି । ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ଏହି ବହି ମିଳିବ । ମାଟ୍ରିକ ପିଲାଙ୍କୁ ଏହି ମାଗଣାରେ ମିଳିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ତେବେ ପରୀକ୍ଷା ଦର୍ପଣ ବହି ୭୦୦ ପୃଷ୍ଠାର ହୋଇଥିବା ମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.