fbpx
BSKY SKY
BSKY SKY

ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି

BSKY

ଭୁବନେଶ୍ୱର,୭ ।୧୧(ଓଡିଶା ଭାସ୍କର): ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମାତ୍ର କରୋନା କଟକଣା ଯୋଗୁ ଦୀର୍ଘ ମାସ ହେବ ସ୍କୁଲ ଖୋଲି ନ ଥିବା ବେଳେ ମାଟ୍ରିକ ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା ।

ତେବେ ନଭେମ୍ବର ୯ରୁ ଡିସେମ୍ବର ୨ ଯାଏ ମାଟ୍ରିକ ଫର୍ମ ପୂରଣ ହେବାର ଥିଲା । ଆଜି ସାନି ବିଜ୍ଞପ୍ତି ପ୍ରକାଶ ପାଇବା ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.