fbpx

ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ

ପୁରୀ, ୨୪ା୪(ଓଡ଼ିଶା ଭାସ୍କର): ଶ୍ରୀମନ୍ଦିର ପରିଚାଳନା କମିଟିର ଭିଡ଼ିଓ କନଫରେନ୍ସ ଜରିଆରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ପୁରୀରେ ପରିଚାଳନା କମିଟି ସଦସ୍ୟ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଛନ୍ତି । ଭୁବନେଶ୍ୱରରେ ଗଜପତି ମହାରାଜ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିଛନ୍ତି । ସେହି ବୈଠକରେ ରଥଯାତ୍ରା ଓ ଚନ୍ଦନଯାତ୍ରା ନେଇ ଆଲୋଚନା ହେଉଥିବା ନେଇ ସୂଚନା ରହିଛି ।

Get real time updates directly on you device, subscribe now.